ବିଶ୍ୱ ମଧୁମେହ ଦିବସରେ ଜନସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ
ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ବିଶ୍ୱ ମଧୁମେହ ଦିବସରେ ଜନସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପିଲ କରିଛନ୍ତି । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ମଧୁମେହ ଦିବସ ଅବସରରେ ଆସନ୍ତୁ, ମଧୁ
ସିଏମ


ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ବିଶ୍ୱ ମଧୁମେହ

ଦିବସରେ ଜନସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପିଲ କରିଛନ୍ତି । ଏନେଇ

ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ମଧୁମେହ

ଦିବସ ଅବସରରେ ଆସନ୍ତୁ, ମଧୁମେହର ନିରାକରଣ,

ଶୀଘ୍ର ଚିହ୍ନଟ ଏବଂ ଉପଯୁକ୍ତ ପରିଚାଳନା ସମ୍ପର୍କରେ ଜନସଚେତନତା

ସୃଷ୍ଟି କରିବା।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ସୁସ୍ଥ ଜୀବନଶୈଳୀ ଆପଣାଇବା, ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ସମୟୋଚିତ ଚିକିତ୍ସା ମାଧ୍ୟମରେ

ଆସନ୍ତୁ, ଏକ

ସୁସ୍ଥ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande