ଶିଶୁ ଦିବସ ଅବସରରେ ସମସ୍ତ ଶିଶୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ଶିଶୁ ଦିବସ ଅବସରରେ ସମସ୍ତ ଶିଶୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିଶୁ ଦିବସ ଅବସରରେ ସମସ୍ତ ଶିଶୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା
ଶିଶୁ ଦିବସ


ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ଶିଶୁ ଦିବସ

ଅବସରରେ ସମସ୍ତ ଶିଶୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିଶୁ ଦିବସ ଅବସରରେ ସମସ୍ତ ଶିଶୁଙ୍କୁ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଶିଶୁମାନେ ହେଉଛନ୍ତି ଆମ ସମାଜର ଅମୂଲ୍ୟ ସମ୍ପଦ ଓ ଦେଶର

ଭବିଷ୍ୟତ। ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଗୁଣାତ୍ମକ ଶିକ୍ଷା, ସୁରକ୍ଷା ଓ ସର୍ବାଙ୍ଗୀନ ବିକାଶ ସୁନିଶ୍ଚିତ କରିବା ଦିଗରେ ଆମ ସରକାର

ସଂକଳ୍ପବଦ୍ଧ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande