କଣାସ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି୧୬ ତାରିଖରେ
ପୁରୀ, ୧୪ ନଭେମ୍ବର (ହି.ସ.)- ଚଳିତ ମାସ ୧୬ ତାରିଖରେ କଣାସ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ସେହିପରି ୨୩ ତାରିଖରେ କୃଷ୍ଣ ପ୍ରସାଦ ବ୍ଲକ ସମ୍ମିଳନୀ ଗୃହରେ ଓ ୩୦ ତାରିଖରେ ବ୍ରହ୍ମଗିରି ବ୍ଲକ ସମ୍ମିଳନୀ ଗୃହରେ ପୂର୍ବାହ୍ନ ୧୦ଟା ଠାରୁ ଯୁଗ୍ମ
କଣାସ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି୧୬ ତାରିଖରେ


ପୁରୀ, ୧୪ ନଭେମ୍ବର (ହି.ସ.)- ଚଳିତ ମାସ ୧୬ ତାରିଖରେ କଣାସ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ସେହିପରି ୨୩ ତାରିଖରେ କୃଷ୍ଣ ପ୍ରସାଦ ବ୍ଲକ ସମ୍ମିଳନୀ ଗୃହରେ ଓ ୩୦ ତାରିଖରେ ବ୍ରହ୍ମଗିରି ବ୍ଲକ ସମ୍ମିଳନୀ ଗୃହରେ ପୂର୍ବାହ୍ନ

୧୦ଟା ଠାରୁ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ବିବେକାନନ୍ଦ ସାହୁ ସୂଚନା ଦେଇଛନ୍ତି।

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande