ପଣ୍ଡିତ ନେହେରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ପଣ୍ଡିତ ନେହେରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅ
ନେହରୁ


ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ପଣ୍ଡିତ

ନେହେରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ

ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ମୋର ବିନମ୍ର ଶ୍ରଦ୍ଧାଞ୍ଜଳି।

ଶିଶୁମାନଙ୍କ ପ୍ରତି ତାଙ୍କର ଗଭୀର ସ୍ନେହ ଓ ଭଲପାଇବାକୁ ସ୍ମରଣ କରି ଏହି ଦିନକୁ ଶିଶୁ ଦିବସ

ଭାବେ ପାଳନ କରାଯାଏ।

ସେ କହିଛନ୍ତି ଯେ, ତାଙ୍କର

ଦୂରଦର୍ଶୀ ଚିନ୍ତାଧାରା ଏକ ଆଧୁନିକ, ପ୍ରଗତିଶୀଳ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲା। ଏହି

ଦିନରେ ଆସନ୍ତୁ, ପ୍ରତ୍ୟେକ ଶିଶୁକୁ ସ୍ନେହ,

ଉତ୍ତମ ଶିକ୍ଷା ଓ ସଶକ୍ତିକରଣର ସୁଯୋଗ ପ୍ରଦାନ କରି ଦେଶର ଭବିଷ୍ୟତ

ଗଠନରେ ସେମାନଙ୍କୁ ସକ୍ଷମ କରିବା ପାଇଁ ସଂକଳ୍ପ ନେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande