ଶହୀଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଶହୀଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, କ୍ରାନ୍ତିକାରୀ ସ୍ୱାଧୀନତା ସଂଗ୍ରାମୀ, ମହାନ ଜନନାୟ
ଶହୀଦ ବିର୍ସା ମୁଣ୍ଡା


ଭୁବନେଶ୍ୱର, ୧୫

ନଭେମ୍ବର (ହି.ସ.)- ଶହୀଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ

କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, କ୍ରାନ୍ତିକାରୀ ସ୍ୱାଧୀନତା ସଂଗ୍ରାମୀ,

ମହାନ ଜନନାୟକ ଶହୀଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ମୋର

ଶ୍ରଦ୍ଧାଞ୍ଜଳି ଜଣାଉଛି। ଜନଜାତିଙ୍କ କଲ୍ୟାଣ ତଥା ଅଧିକାରର ସୁରକ୍ଷା ପାଇଁ ତାଙ୍କ ସଂଗ୍ରାମ ଓ

ବଳିଦାନ ସର୍ବଦା ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande