ଆଗାମୀ ୩ ଦିନ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ : ପରବର୍ତୀ ୪ ଦିନ ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ପରବର୍ତୀ ୪ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ
୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସମ୍ବଲପୁର, ସୋନପୁର, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ


୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ପୁରୀ, ଗଞ୍ଜାମ, ଗଜପତି) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ପରବର୍ତୀ ୪ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ପୁରୀ, ଗଞ୍ଜାମ, ଗଜପତି) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ବର୍ଷାର ପରିମାଣ ୭ରୁ ୧୧ ସେ.ମି. ମଧ୍ୟରେ ରହିପାରେ ।

ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ପୁରୀ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସମ୍ବଲପୁର, ସୋନପୁର, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ୧୨ରୁ ୨୦ ସେ.ମି. ମଧ୍ୟରେ ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ୭ରୁ ୧୧ ସେ.ମି. ମଧ୍ୟରେ ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande