କୋରାପୁଟ ଓ ରାଉରକେଲାରେ ଘନ କୁହୁଡ଼ି, ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ରବିବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର କୋରାପୁଟ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦
କୋରାପୁଟ ଓ ରାଉରକେଲାରେ ଘନ କୁହୁଡ଼ି, ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ରବିବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର କୋରାପୁଟ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।

ସେହିପରି ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande