ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ ୧୮ରୁ ୨୨ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ ୧୮ରୁ ୨୨ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ
ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ପୁରୀ, ଗଞ୍ଜାମ, ଗଜପତି) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ ୧୮ରୁ ୨୨ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା ଏବଂ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ। ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande