ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ, ପରବର୍ତୀ ୪ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ପରବର୍ତୀ ୪ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହା
୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ


ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ପରବର୍ତୀ ୪ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande