ଛଠ ମହାପର୍ବର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ଛଠ ମହାପର୍ବର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଛଠ ମହାପର୍ବର ପବିତ୍ର ସନ୍ଧ୍ୟା ଅର୍ଘ୍ୟ ଅବସରରେ
ଛଠ୍


ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ଛଠ ମହାପର୍ବର

ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି

ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଛଠ ମହାପର୍ବର ପବିତ୍ର

ସନ୍ଧ୍ୟା ଅର୍ଘ୍ୟ ଅବସରରେ ସମସ୍ତ ବ୍ରତଧାରୀ ଓ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ଛଠୀ ମାଆ ଓ ସୂର୍ଯ୍ୟଦେବଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି, ଉତ୍ତମ

ସ୍ୱାସ୍ଥ୍ୟ ଓ ସୁଖଶାନ୍ତି ବଜାୟ ରହୁ। ଜୟ ଛଠୀ ମାଆ!!

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande