
ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ଝାଡ଼ଖଣ୍ଡ
ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଝାଡ଼ଖଣ୍ଡ ପ୍ରତିଷ୍ଠା ଦିବସ
ଅବସରରେ ଝାଡ଼ଖଣ୍ଡର ସମସ୍ତ ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ସମୃଦ୍ଧ
ଆଦିବାସୀ ଐତିହ୍ୟ, ସଂସ୍କୃତି
ଓ ପରମ୍ପରାକୁ ସୁରକ୍ଷିତ ରଖି ରାଜ୍ୟ ନିରନ୍ତର ପ୍ରଗତିର ପଥରେ ଆଗେଇ ଚାଲୁ, ଏହା ହିଁ କାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା