ବିହାର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ବିହାର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ସେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ବିହାରର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀଙ
ବିହାର


ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ବିହାର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ସେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା

ଜାରି କରି କହିଛନ୍ତି ଯେ, ବିହାରର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀଙ୍କୁ

ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଜୀ ତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ

ବିହାରବାସୀଙ୍କ ସେବା କରିବା ସହ ରାଜ୍ୟକୁ ଅଧିକ ପ୍ରଗତି ଓ ସମୃଦ୍ଧିର ପଥରେ ଆଗେଇ ନେବା ପାଇଁ

ନିରନ୍ତର ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande