ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ସ୍ଥିତ ମା’ ପାଟଣେଶ୍ୱରୀ ମନ୍ଦିରରେ ଦର୍ଶନ ସହ ଆଶୀର୍ବାଦ ଲାଭ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଧର୍ମେନ୍ଦ୍ର ମା’
ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି

ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ସ୍ଥିତ

ମା’ ପାଟଣେଶ୍ୱରୀ ମନ୍ଦିରରେ ଦର୍ଶନ ସହ ଆଶୀର୍ବାଦ ଲାଭ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହି

ଅବସରରେ ଧର୍ମେନ୍ଦ୍ର ମା’ଙ୍କ ପାଖରେ ଜଗତର କଲ୍ୟାଣ କାମନା କରିଥିଲେ । ଏହାସହିତ ସମ୍ବଲପୁରର

ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବାର ସୌଭାଗ୍ୟ ଲାଭ କରିଛନ୍ତି ଧର୍ମେନ୍ଦ୍ର

ପ୍ରଧାନ । ଏହି ଅବସରରେ ସେ ମା’ଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି

କାମନା କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande