
ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ଏକ୍ସ
ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା
ସଂଗ୍ରାମୀ, ବିପ୍ଳବୀ ତଥା ଜନନେତା ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ବିନମ୍ର
ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା