ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିପ୍ଲବୀ,ସ୍ୱାଧୀନତା ସଂଗ୍ରାମୀ,ଖୋର୍ଦ୍ଧା
ପ୍ରାଣନାଥ


ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିପ୍ଲବୀ,ସ୍ୱାଧୀନତା

ସଂଗ୍ରାମୀ,ଖୋର୍ଦ୍ଧା ପ୍ରାଣନାଥ ମହାବିଦ୍ୟାଳୟର ପ୍ରତିଷ୍ଠାତା, ପୂର୍ବତନ ବିଧାୟକ, ସାହିତ୍ୟିକ

ପ୍ରାଣନାଥ ପଟ୍ଟନାୟକ ଙ୍କ ଜନ୍ମ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande