ଓଡ଼ିଶାରୁ ଫେରିଗଲେ ଉପରାଷ୍ଟ୍ରପତି
ଭୁବନେଶ୍ୱର,୧୬ ନଭେମ୍ବର (ହି.ସ)- ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନଙ୍କ ଓଡ଼ିଶା ଗସ୍ତ ସମାପନ କରି ପ୍ରତ୍ୟାବର୍ତନ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର ବିମାନବନ୍ଦରଠାରେ ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ ବିଦାୟ ସମ୍ବର୍ଦ୍ଧନା
sdfvff


ଭୁବନେଶ୍ୱର,୧୬ ନଭେମ୍ବର (ହି.ସ)- ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନଙ୍କ ଓଡ଼ିଶା ଗସ୍ତ ସମାପନ କରି ପ୍ରତ୍ୟାବର୍ତନ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର ବିମାନବନ୍ଦରଠାରେ ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande