ଗଂଜାମ ଜିଲ୍ଲାର ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର,୧୭ ନଭେମ୍ବର (ହି.ସ)- ଗଞ୍ଜାମ ଜିଲ୍ଲା, ଧରାକୋଟ ତହସିଲର ମୁକେଶ ସେଠୀ (ପିତା - ସନ୍ତୋଷ କୁମାର ସେଠୀ)ଙ୍କର ଜୟପୁରଠାରେ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥ
cm


ଭୁବନେଶ୍ୱର,୧୭ ନଭେମ୍ବର (ହି.ସ)- ଗଞ୍ଜାମ ଜିଲ୍ଲା, ଧରାକୋଟ ତହସିଲର ମୁକେଶ ସେଠୀ (ପିତା - ସନ୍ତୋଷ କୁମାର ସେଠୀ)ଙ୍କର ଜୟପୁରଠାରେ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande