ଲାଲା ଲାଜପତ ରାୟଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଲାଲା ଲାଜପତ ରାୟଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଞ୍ଜାବ କେଶରୀ ଲାଲା ଲାଜପତ
ଲାଲା ଲାଜପତ ରାୟ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଲାଲା ଲାଜପତ ରାୟଙ୍କ ସ୍ମୃତିଚାରଣ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଞ୍ଜାବ କେଶରୀ ଲାଲା ଲାଜପତ

ରାୟଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande