ଅଶୋକ ସିଂଘଲ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅଶୋକ ସିଂଘଲ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶ୍ୱ ହିନ୍ଦୁ ପରିଷଦର ପୂର୍ବତନ
ଅଶୋକ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅଶୋକ ସିଂଘଲ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶ୍ୱ ହିନ୍ଦୁ ପରିଷଦର ପୂର୍ବତନ

ଅନ୍ତର୍ଜାତୀୟ ଅଧ୍ୟକ୍ଷ ପୂଜ୍ୟ ଅଶୋକ ସିଂଘଲ ଜୀଙ୍କ ପୁଣ୍ୟତିଥି ଅବସରରେ ତାଙ୍କୁ ମୋର କୋଟି

କୋଟି ପ୍ରଣାମ। ଶ୍ରୀରାମ ଜନ୍ମଭୂମି ଆନ୍ଦୋଳନକୁ ଜନଜନଙ୍କ ପାଖରେ ପହଞ୍ଚାଇବା ଏବଂ ଭବ୍ୟ

ରାମମନ୍ଦିର ନିର୍ମାଣର ସ୍ୱପ୍ନକୁ ସାକାର କରିବା ପାଇଁ ତାଙ୍କର ଆଜୀବନ ସଂଘର୍ଷ, ଅଟଳ ସଂକଳ୍ପ ଓ

ସମର୍ପଣ ଚିରସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande