ବାଲାସାହେବ ଠାକରେ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ବାଲାସାହେବ ଠାକରେ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପ୍ରଖର ରାଷ୍ଟ୍ରବାଦୀ ନେତା ଆଦରଣୀୟ
ବାଲା


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ବାଲାସାହେବ ଠାକରେ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ

ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପ୍ରଖର ରାଷ୍ଟ୍ରବାଦୀ ନେତା ଆଦରଣୀୟ ବାଲାସାହେବ

ଠାକରେ ଜୀଙ୍କ ପୁଣ୍ୟତିଥି ଅବସରରେ ତାଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ହିନ୍ଦୁତ୍ୱ ପ୍ରତି

ତାଙ୍କର ଅତୁଟ ନିଷ୍ଠା, ପ୍ରଖର ବିଚାରଧାରା

ଏବଂ ରାଷ୍ଟ୍ରହିତ ପାଇଁ ତାଙ୍କର ଦୃଢ଼ ସଂକଳ୍ପ ସର୍ବଦା ସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande