ଅକ୍ଷୟ ମହାନ୍ତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅକ୍ଷୟ ମହାନ୍ତିଙ୍କ ଶ୍ରାଦ୍ଧାବର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସଙ୍ଗୀତ ସମ୍ରାଟ ଅକ୍ଷୟ ମହାନ୍ତିଙ୍କ
ଅକ୍ଷୟ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅକ୍ଷୟ ମହାନ୍ତିଙ୍କ ଶ୍ରାଦ୍ଧାବର୍ଷିକୀରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସଙ୍ଗୀତ ସମ୍ରାଟ ଅକ୍ଷୟ ମହାନ୍ତିଙ୍କ

ଶ୍ରାଦ୍ଧବାର୍ଷିକୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସଙ୍ଗୀତ ଜଗତକୁ ତାଙ୍କର ଅତୁଳନୀୟ

ଅବଦାନ ଚିରସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande