
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)-‘ଗୋପାଷ୍ଟମୀ’ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ
ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, ପୂଜନୀୟ ଗୋମାତାଙ୍କ
ପବିତ୍ର ଆରାଧନା ପର୍ବ ‘ଗୋପାଷ୍ଟମୀ’ ଅବସରରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ
ଶୁଭେଚ୍ଛା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା