ଅଶୋକ ସିଂହଳଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅଶୋକ ସିଂହଳଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ରାମ ମନ୍ଦିର ଆନ୍ଦୋଳନର ନାୟକ ଏବଂ ବିଶ୍ଵ ହିନ୍ଦୁ ପରିଷଦର ସଂରକ୍ଷକ ଅଶୋକ
ବାଲା


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅଶୋକ ସିଂହଳଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ

କହିଛନ୍ତି ଯେ, ରାମ ମନ୍ଦିର ଆନ୍ଦୋଳନର ନାୟକ ଏବଂ ବିଶ୍ଵ ହିନ୍ଦୁ ପରିଷଦର ସଂରକ୍ଷକ ଅଶୋକ

ସିଂହଳଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଅର୍ପଣ କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande