ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଉପମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମହାନ୍ ସ୍ଵାଧୀନତା ସଂଗ୍ରାମୀ ପଞ
ଅକ୍ଷୟ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମୃତିଚାରଣ

କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ

ଉପମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମହାନ୍ ସ୍ଵାଧୀନତା ସଂଗ୍ରାମୀ

ପଞ୍ଜାବ କେଶରୀ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା

ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande