
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅକ୍ଷୟ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମୃତିଚାରଣ
କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ସେ ଏକ୍ସ ହ୍ୟାଣ୍ଡେଲରେ ଏକ
ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଆ ସଙ୍ଗୀତ ଜଗତର ମହାନ୍ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି
(ଖୋକା ଭାଇ) ଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା