
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ବାଲା ସାହେବ୍ ଠାକରେଙ୍କ ପୁଣ୍ୟତିଥିରେ ତାଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ଏକ୍ସ
ହ୍ୟାଣ୍ଡେଲରେ ସେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ହିନ୍ଦୁ ହୃଦୟ ସମ୍ରାଟ ଶ୍ରୀ ବାଲା
ସାହେବ୍ ଠାକରେଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା