ସୁଜିତ କୁମାରଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ସୁଜିତ କୁମାରଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ କେଭି ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ସୁଜିତ କୁମାର ଙ୍କ ଜନ୍ମ
ସୁଜିତ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ସୁଜିତ କୁମାରଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ କେଭି ସିଂହଦେଓ ଏକ

ବାର୍ତ୍ତା ଜାରି କରି କହିଛନ୍ତି ଯେ, ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ସୁଜିତ କୁମାର ଙ୍କ ଜନ୍ମ

ଦିନ ଅବସରରେ ତାଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ମହାପ୍ରଭୁ

ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ନିରାମୟ ଜୀବନ ପ୍ରଦାନ କରନ୍ତୁ—ଏହାହିଁ କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande