ଅକ୍ଷୟ ମହାନ୍ତିଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅକ୍ଷୟ ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ପୁରୁଷ ମହାନ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି (ଖୋକା ଭାଇ)ଙ୍କ ପ
ଅକ୍ଷୟ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅକ୍ଷୟ ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସଙ୍ଗୀତ

ଜଗତର କିମ୍ବଦନ୍ତୀ ପୁରୁଷ ମହାନ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି (ଖୋକା ଭାଇ)ଙ୍କ ପୁଣ୍ୟତିଥିରେ

ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande