ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ପ୍ରଣାମ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ କୋଟି
ଲାଲା ଲଜପତ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ପ୍ରଣାମ

କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି

କରି ସେ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥିରେ କୋଟି

କୋଟି ପ୍ରଣାମ। ମାତୃଭୂମିର ସ୍ୱାଧୀନତା ପାଇଁ ତାଙ୍କ ସାହସ, ସଂଘର୍ଷ ଓ ତ୍ୟାଗ ଦେଶବାସୀଙ୍କୁ ଚିରକାଳ ପ୍ରେରଣା

ଯୋଗାଇବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande