
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ସୁଜିତ କୁମାରଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି
ପ୍ରଭାତି ପରିଡା କହିଛନ୍ତି ଯେ, ରାଜ୍ୟସଭା
ସାଂସଦ ଶ୍ରୀ ସୁଜିତ କୁମାରଙ୍କୁ ଜନ୍ମଦିନର ଶୁଭ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ । ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ମଙ୍ଗଳମୟ ଜୀବନ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା