ବାଲାସାହେବ ଠାକରେଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ବାଲାସାହେବ ଠାକରେଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ହିନ୍ଦୁ ହୃଦୟ ସମ୍ରାଟ ଭାବେ ଘରେ ଘରେ ପରିଚିତ ମହାନ ରାଷ୍ଟ୍ରବାଦୀ ବାଲାସାହ
ବାଲାସାହେବ


ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ବାଲାସାହେବ ଠାକରେଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ

କହିଛନ୍ତି ଯେ, ହିନ୍ଦୁ ହୃଦୟ ସମ୍ରାଟ ଭାବେ ଘରେ ଘରେ ପରିଚିତ ମହାନ ରାଷ୍ଟ୍ରବାଦୀ ବାଲାସାହେବ

ଠାକରେଙ୍କ ପୁଣ୍ୟତିଥି ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande