
ଭୁବନେଶ୍ୱର, ୧୮ ନଭେମ୍ବର (ହି.ସ.)- ଗଜପତି ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ନଭେମ୍ବର ୧୯ ଓ ୨୦ ତାରିଖରେ ଜିଲ୍ଲାର ସ୍କୁଲ୍, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ରହିବ। ସମ୍ଭାବ୍ୟ ବାତ୍ୟା ଅକଭାନ୍ ଓ ବର୍ଷା ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ନେଇ ଗଜପତି ଡିଇଓ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା