୧୯ ଓ ୨୦ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର ,୧୮ ନଭେମ୍ବର (ହି.ସ.) - ୧୯ ଓ ୨୦ ତାରିଖରେ ଜାତୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିବ। ନନ୍ଦନକାନନ ସହ ରାଜ୍ୟ ବଟାନିକାଲ୍ ଗାର୍ଡେନ ମଧ୍ୟ ୨ ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ଉଭୟ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ୨ ଦିନ ବନ
nandankanan


ଭୁବନେଶ୍ୱର ,୧୮ ନଭେମ୍ବର (ହି.ସ.) - ୧୯ ଓ ୨୦ ତାରିଖରେ ଜାତୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିବ। ନନ୍ଦନକାନନ ସହ ରାଜ୍ୟ ବଟାନିକାଲ୍ ଗାର୍ଡେନ ମଧ୍ୟ ୨ ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ଉଭୟ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ୨ ଦିନ ବନ୍ଦ ରଖିବାକୁ କର୍ତୃପକ୍ଷ ନିଷ୍ପତି ନେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande