ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । -
ରାଜଗୁରୁ


ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- ସହିଦ ଜୟୀ

ରାଜଗୁରୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଜୟୀ

ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande