ବାତ୍ୟା ଯୋଗୁଁ ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ-କଲେଜ ଆଜି ବନ୍ଦ
ଭଦ୍ରକ, ୧୯ ନଭେମ୍ବର (ହି.ସ.) - ବାତ୍ୟା “ଆକଭାନ” ଯୋଗୁଁ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତାକାଲି ତା ୨୦.୧୧.୨୦୨୬ରିଖ ଦିନ ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି, ପ୍ରାଥମିକ, ମାଧ୍ୟମିକ, ଉଚ
ବାତ୍ୟା ଯୋଗୁଁ ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ-କଲେଜ ଆଜି ବନ୍ଦ


ଭଦ୍ରକ, ୧୯ ନଭେମ୍ବର (ହି.ସ.) - ବାତ୍ୟା “ଆକଭାନ” ଯୋଗୁଁ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତାକାଲି ତା ୨୦.୧୧.୨୦୨୬ରିଖ ଦିନ ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି, ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡିଗ୍ରୀ କଲେଜ୍, ଘରୋଇ ଶିକ୍ଷାନୁଷ୍ଠାନ, କୋଚିଂ ଓ ଟ୍ୟୁସନ୍ ସେଂଟର, କେ.ଭି., ଜେ.ଏନ୍.ଭି., ଓ.ଏ.ଭି. ବନ୍ଦ ରହିବ।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ


 rajesh pande