ବାମଣ୍ଡାର ମହାରାଜା ସାର୍ ବାସୁଦେବ ସୁଢଳଦେବଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ବାମଣ୍ଡାର ମହାରାଜା ସାର୍ ବାସୁଦେବ ସୁଢଳଦେବଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ବାମଣ୍ଡାର
ବାସୁଦେବ ସୁଢଳଦେବ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ବାମଣ୍ଡାର ମହାରାଜା ସାର୍ ବାସୁଦେବ ସୁଢଳଦେବଙ୍କ

ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ବାମଣ୍ଡାର

ମହାରାଜା ସାର୍ ବାସୁଦେବ ସୁଢଳଦେବଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande