ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅମର ବୀରାଙ୍ଗନା ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ମାତୃଭୂମିର
ଲକ୍ଷ୍ମୀବାଈ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଅମର ବୀରାଙ୍ଗନା ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ମାତୃଭୂମିର ସମ୍ମାନ

ଓ ସ୍ୱାଧୀନତାର ସୁରକ୍ଷା ପାଇଁ ତାଙ୍କର ଅଦମ୍ୟ ସାହସ, ତ୍ୟାଗ ଓ ବଳିଦାନ

ଭାରତୀୟ ଇତିହାସରେ ସଦା ଅମର ହୋଇ ରହିବ। ତାଙ୍କର ବୀରତ୍ୱ ଓ ଦେଶପ୍ରେମ ଯୁଗ ଯୁଗ ଧରି ଭବିଷ୍ୟତ

ପିଢ଼ିକୁ ପ୍ରେରଣା ଯୋଗାଉଥିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande