
ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ)- ସମ୍ଭାବ୍ୟ ବାତ୍ୟା ‘ଆକଭାନ୍’ର ମୁକାବିଲା ନିମନ୍ତେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଛତ୍ରପୁର ନିୟନ୍ତ୍ରଣ କକ୍ଷଠାରେ ପ୍ରଶାସନିକ ଅଧିକାରୀଙ୍କ ସହ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ବୈଠକରେ ଛତ୍ରପୁର, ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରର ବିଧାୟକଗଣ ଉପସ୍ଥିତ ରହି ଜିରୋ କାଜୁଆଲିଟି ଓ ଜନସାଧାରଣଙ୍କ ସୁରକ୍ଷା ନେଇ ଆଲୋଚନା କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା