ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ଜଣା
ଲକ୍ଷ୍ମୀବାଈ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ

କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା

କହିଛନ୍ତି ଯେ, ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି ।

ତାଙ୍କ ସାହସ ଚିରକାଳ ପ୍ରେରଣାଦାୟୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande