ରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସାହସ ଏବଂ ବୀରତ୍ଵର ପ୍ରତୀକ ଝାନ୍ସୀ ରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀରେ ବିନ
ଲକ୍ଷ୍ମୀବାଈ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ

କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ

କହିଛନ୍ତି ଯେ, ସାହସ ଏବଂ ବୀରତ୍ଵର ପ୍ରତୀକ ଝାନ୍ସୀ ରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି। ମାତୃଭୂମିର ସ୍ୱାଧୀନତା ପାଇଁ ତାଙ୍କର ସର୍ବୋଚ୍ଚ ବଳିଦାନ ପ୍ରତ୍ୟେକ

ଭାରତୀୟଙ୍କ ହୃଦୟରେ ଚିରସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande