ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି (ସୋମବାର) ସନ୍ଧ୍ୟା ୬ଟାରେ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତ ରିନ୍ୟୁଏବଲ ଏନର୍ଜି ସମିଟ୍ ରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂ
cm odisha


ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି (ସୋମବାର) ସନ୍ଧ୍ୟା ୬ଟାରେ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତ ରିନ୍ୟୁଏବଲ ଏନର୍ଜି ସମିଟ୍ ରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଦିଲ୍ଲୀ ଗସ୍ତ ବେଳେ ବନ୍ୟା ସ୍ଥିତି ନେଇ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande