କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି
ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ସମ୍ଭାବ୍ୟ ବାତ୍ୟା ମୁରାସୁ ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବାତ୍ୟା ପାଇଁ ନଭେମ୍ବର ୩ ଓ ୪ ତାରିଖରେ ସ୍କୁଲ ଛୁଟି ନେଇ କନ୍ଧମାଳ ଜିଲ୍ଲାପାଳଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଜିଲ୍ଲାର ସମସ୍ତ ପ୍ରଥମରୁ ଦ୍ୱାଦ
jgkykl


ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ସମ୍ଭାବ୍ୟ ବାତ୍ୟା ମୁରାସୁ ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବାତ୍ୟା ପାଇଁ ନଭେମ୍ବର ୩ ଓ ୪ ତାରିଖରେ ସ୍କୁଲ ଛୁଟି ନେଇ କନ୍ଧମାଳ ଜିଲ୍ଲାପାଳଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଜିଲ୍ଲାର ସମସ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ । ତେବେ କୌଣସି ପରୀକ୍ଷା ଥିଲେ ତାହା ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହେବ ବୋଲି ,ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande