
ଭୁବନେଶ୍ୱର, ୨୦
ନଭେମ୍ବର (ହି.ସ): ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ
ଗଞ୍ଜାମ ଜିଲ୍ଲାର ଦୁର୍ଗମ ତଥା ଆଦିବାସୀ ବହୁଳ ବୁରାତାଳ ପଞ୍ଚାୟତରୁ ଉଦ୍ଧାରକାରୀ ଦଳଙ୍କ
ସହାୟତାରେ ୪ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଲୋକଙ୍କ
ସରକାରରେ ବିପର୍ଯ୍ୟୟ ସମୟରେ ଜନସାଧାରଣଙ୍କ ସୁରକ୍ଷା ଓ ଜୀବନ ରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା