ଯୋଗୀ ଆଦିତ୍ୟନାଥଙ୍କ ମାତାଙ୍କ ବିୟୋଗରେ ଜୁଏଲ ଓରାମଙ୍କ ଶୋକ
ଭୁବନେଶ୍ୱର,୨୦ ନଭେମ୍ବର (ହି.ସ )- ଉତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ଶୋକବର୍ତାରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଦିବଂଗତ ଆତ
fghrjh


ଭୁବନେଶ୍ୱର,୨୦ ନଭେମ୍ବର (ହି.ସ )- ଉତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ଶୋକବର୍ତାରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାର ସଦଗତି କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande