ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା : ପରବର୍ତୀ ୫ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ
ଭୁବନେଶ୍ୱର, ୨୦ ନଭେମ୍ବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୫ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗ
୨୦ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ


ଭୁବନେଶ୍ୱର, ୨୦ ନଭେମ୍ବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୫ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande