ଭୁବନେଶ୍ଵରରେ ମଧ୍ୟମ ଧରଣର କୁହୁଡ଼ି, କେନ୍ଦୁଝରରେ ହାଲୁକା କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଶନିବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ କେନ୍ଦୁଝରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ
ଭୁବନେଶ୍ଵରରେ ମଧ୍ୟମ ଧରଣର କୁହୁଡ଼ି, କେନ୍ଦୁଝରରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଶନିବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି ।

ଅନୁରୂପ ଭାବେ କେନ୍ଦୁଝରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande