ଆଗାମୀ ୨୪ ଘଂଟା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା,  ପରବର୍ତୀ ୬ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର । ପରବର୍ତୀ ୬ ଦିନ ଅର୍ଥାତ୍ ୨୨ ତାରିଖ ସକାଳ
ଆଗାମୀ ୨୪ ଘଂଟା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି


ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ।

ପରବର୍ତୀ ୬ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande