ଆଗାମୀ ୭ ଦିନ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ଆସନ୍ତା ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande