ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ : ପରବର୍ତୀ ୪ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନି
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ : ପରବର୍ତୀ ୪ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ


ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande