
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ